ପାରଳାଖେମୁଣ୍ଡି: ଗଜପତି: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ 12 ଦଫା ଦାବି, ଜିଲ୍ଲାପାଳଙ୍କୁ ଦିଆଗଲା ଦାବିପତ୍ର
ଗଜପତି ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ 12 ଦଫା ଦାବି ନେଇ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘର ଉପଦେଷ୍ଟା ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।