ଗୋଛାପଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ, ଶୁକ୍ରବାର ସକାଳ 8ଘଣ୍ଟିକା ସମୟରେ ଏହି ପାଳନ କରାଯାଇଛି, ସୁଚନା ମୁତାବକ , ଫିରିଙ୍ଗିଆ , କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ଗୋଛାପଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ଓ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପାଳନ ହୋଇଛି। ଥାନା ଅଧିକାରୀ ଚିରଞ୍ଜିବୀ ବେହେରାଙ୍କ ତତ୍ଵାବ ଧାନ ରେ ଅନୁଷ୍ଠିତ ଏହି କାର୍ଯ୍ଯ କ୍ରମରେ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅନନ୍ତ କହଁର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ। ଏହି ଅବସରରେ ଡ୍ରଇଂ ଓ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ