ଲୋଇସିଂହା: ଆଗଲପୁର ନଅଗାଁ(ଖ)ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ
ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ(ଖ)ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ୫ ଏକର ସରକାରୀ ଜମିରେ ଏହି ବିଦ୍ୟାଳୟ ନିର୍ମାଣ ହେବ। କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ପ୍ରତିନିଧିମାନେ ଯୋଗ ଦେଇଥିଲେ।