ବଂଶପାଳ: କେନ୍ଦୁଝର: ତାଳଡିହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହେଲା ସୁରଭି କାର୍ଯ୍ୟକ୍ରମ
Banspal, Kendujhar | Sep 30, 2026
କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ତାଳଡିହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ। ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶ ଓ ବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ଜିଲ୍ଲା ପରିଷଦ ସଦସ୍ୟ ଲକ୍ଷ୍ମୀଧର କିସାନ ଶିକ୍ଷକଙ୍କ ସହ କରିଛନ୍ତି ଆଲୋଚନା।