ସୋନପୁର: ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମଞ୍ଜୁଲତା ଭୋଇ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ
Sonapur, Subarnapur (Sonepur) | Jul 16, 2025
ଆଜି ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମଞ୍ଜୁଲତା ଭୋଇ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା...