ଝରିଗାଁ: ଛୋଟାଗୁଡାରେ ଝରିଗାଁ ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ
ଛୋଟାଗୁଡାରେ ଝରିଗାଁ ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ସ୍ତରୀୟ ଛୋଟାଗୁଡ଼ା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ଠାରେ  ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିତା ନେତମ ଉଦଘାଟନ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ସାଂସଦଙ୍କ ବ୍ଲକ ପ୍ରତିନିଧି ଚନ୍ଦ୍ରଭାନୁ ନାୟକ, ବିଧାୟକଙ୍କ ପ୍ରତିନିଧି ଗଣପତି ସାହୁ, ସରପଞ୍ଚ ଜୟମଣି ଗଣ୍ଡ, ଜିଲ୍ଲା ପରିଷଦ ସଭ୍ୟ ଯମୁନା ଗଣ୍ଡ,ଏବିଇଓ ଦଶରଥ ଗଣ୍ଡ, ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ରୋହିଣୀ ତପସ୍ପିନି ହଜାରେ ପ୍ର