ତେଲକୋଇ: ହରିଚ଼ନ୍ଦନପୁର ମୂଷଳ ନଦୀ କୂଳରେ ମହିଳାଙ୍କ ଝୁଲନ୍ତା ମୃତଦେହ
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ମୁଷଳ ନଦୀ ପୋଲ ନିକଟ ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତ ଦେହ ଠାବ ହୋଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ହରିଚନ୍ଦନପୁର ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଜାରି ରଖିଛି। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ଆଜି ଅପରାହ୍ନ ଚାରିଟା ସମୟର ସୂଚନା l