ରାଉରକେଲା ରେ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଛି। ସ୍ବେଛାସେବୀ ଅନୁଷ୍ଠାନ ଯାଜ୍ଞାସେନି ତରଫରୁ ନିଶୁଳ୍କ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଭଳି କାର୍ଯ୍ୟ ଜାରି ରଖିବା ପାଇଁ ପ୍ରେରଣା ଦେଲେ ପଶ୍ଚିମାଞ୍ଚଳ ଡ଼ିଆଇଜି ବ୍ରିଜେଶ ରାଏ । ରବିବାର ପୂର୍ବାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଡିଆଇଜି ବ୍ରିଜେଶ କୁମାର ରାୟ।