ବାଲେଶ୍ୱର ସହଦେବଖୁଣ୍ଟା ଅଞ୍ଚଳ ପରିଦର୍ଶନ କଲେ ସଦର ବିଧାୟକ ମାନସ ଦତ୍ତ
Baleshwar, Balasore | Oct 31, 2026
ବାଲେଶ୍ୱର ସଦର ବିଧାୟକ ମାନସ କୁମାର ଦତ୍ତ ଆଜି ସହଦେବଖୁଣ୍ଟା ଅଞ୍ଚଳ ପରିଦର୍ଶନ କରିଛନ୍ତି। ସ୍ଥାନୀୟ ବାସିନ୍ଦାଙ୍କ ସମସ୍ୟା ସହ ଅମୃତଧାରା ବୃଦ୍ଧାଶ୍ରମର ଅନ୍ତେବାସୀଙ୍କ ସୁବିଧା ଅସୁବିଧା ସମ୍ପର୍କରେ ସେ ଆଲୋଚନା କରିଛନ୍ତି।