Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Gujarat
भाजपा
Congress
Modi
Delhi
Viral
Bollywood
दिल्ली
Patna
Breakingnews
Narendramodi
Madhya_pradesh
Nsui
Madhyapradesh
Pmmodi
Rahulgandhi
यूपी
Bhopal
सपा
Uttarpradesh
Haryana

ଛେଣ୍ଡିପଦା: ଛେଣ୍ଡିପଦା ତହସିଲ ସମୁଖରେ ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ

Chhendipada, Angul | Aug 11, 2025
ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ତହସିଲ କାର୍ଯ୍ୟାଳୟ ସମୁଖରେ ସମବାର ୧୧ ଘଟିକାରୁ ଓଡ଼ିଶା ରାଜସ୍ୱ ଅମଲା ସଂଘ ଅନଗୁଳ ଶାଖା ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୦ ଦଫା ଦାବି ନେଇ ଧାରଣାରେ ବସିଛନ୍ତି । ଦାବି ପୂରଣ ନହେଲେ ଅନିର୍ଦ୍ଧିଷ୍ଟ କାଳ ଯାଏଁ ବନ୍ଦ ରହିବ କାର୍ଯ୍ୟ । ଫଳରେ ଛେଣ୍ଡିପଦା ବ୍ଳକ ଓ ତହସିଲରେ ହଇରାଣ ହରକତ ହେଉଛନ୍ତି ସାଧାରଣ ଲୋକେ ।