Public App Logo
Jansamasya
News
Bjp
National
Police
Bihar
India
कांग्रेस
Accident
Congress
Modi
Delhi
Viral
मारपीट
Breakingnews
Narendramodi
Nitishkumar
Madhya_pradesh
Nsui
Madhyapradesh
Pmmodi
Rahulgandhi
Uttarpradesh
Haryana
Cricket
Lucknow
Uttarakhand
Crimenews
Aap
Education
No video available

କଟକ ପୌରାଞ୍ଚଳ: ଓଡ଼ିଆ ବଜାର ଠାରେ ନେତାଜୀ ସ୍ମାରକୀ ପ୍ରତିଷ୍ଠାନ ଉଦଘାଟନୀ ଉତ୍ସବରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିସରରେ ଶନିବାର ଅପରାହ୍ନ ରେ ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ନେତାଜୀ ସ୍ମାରକୀ ପ୍ରତିଷ୍ଠାନ କୁ ଉଦ୍ଘାଟନ କରିଥିଲେ । ସ୍ୱତନ୍ତ୍ରତା ସଂଗ୍ରାମର ମହାନାୟକ ତଥା ଓଡ଼ିଶା ମାଟିର ବରପୁତ୍ର ନେତାଜୀ ଆଗାମୀ ଯୁବପିଢ଼ି ପାଇଁ ସର୍ବଦା ପ୍ରେରଣାର ସାରଥି ହୋଇରହିବେ ବୋଲି ସେ କହିଛନ୍ତି । ମନ୍ତ୍ରୀ କୃଷ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
କଟକ ପୌରାଞ୍ଚଳ: ଓଡ଼ିଆ ବଜାର ଠାରେ ନେତାଜୀ ସ୍ମାରକୀ ପ୍ରତିଷ୍ଠାନ ଉଦଘାଟନୀ ଉତ୍ସବରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ - Cuttack M Corp PS News