ଜୁନାଗଡ: ଉଛଲାଠାରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ
ଉଛଲାଠାରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ଆଜି 22ତାରିଖ ବୁଧବାର ସକାଳ 11ଟାରୁ ଅପରାହ୍ନ 4ଟା ପର୍ଯ୍ୟନ୍ତ ଗୋଲାମୁଣ୍ଡା ବ୍ଲକ ଆଞ୍ଚଳିକ ସାଧନ କେନ୍ଦ୍ର ପକ୍ଷରୁ ଉଛଲା ଉଚ୍ଚ ବିଦ୍ୟାଳୟଠାରେ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ର୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତି ଶୁଭଲକ୍ଷ୍ମୀ ନାୟକ,ସମ୍ମାନିତ ଅତିଥି ଭାବେ ଜିଲ୍ଲା ଯୋଜନା ସଂଯୋଜିକା ଶ୍ରୀମତି ନିହାରିକା ପଣ୍ଡା,ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତି ଲିନା ଦାଶ,ଚହକା ଉନ୍ନିତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରମୁଖ ଉପଥିଲେ