ଲକ୍ଷ୍ମୀପୁର: ବୁର୍ଜା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଆଜି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲକ୍ଷ୍ମୀପୁର ବ୍ଲକର ବୁର୍ଜା ଗ୍ରାମପଞ୍ଚାୟତର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏନେଇ ବ୍ଲକ କାର୍ଯ୍ୟାଳୟ ତରଫରୁ ଦିନ ୨ଟା ସମୟରେ ସୂଚନା। ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ବ୍ଲକ ପ୍ରଶାସନିକ ଅଧିକାରୀ,ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ,ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।