ଜୁନାଗଡ: ଫୁଣ୍ଡା ପଞ୍ଚାୟତ କାର୍ଯ୍ୟଳୟ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ ।
ଫୁଣ୍ଡା ପଞ୍ଚାୟତ କାର୍ଯ୍ୟଳୟ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ । ଆଜ 6 ତାରିଖ ସୋମବାର ସକାଳ 11ଟାରୁ ଅପରାହ୍ନ 5ଟା ପର୍ଯ୍ୟନ୍ତ ଫୁଣ୍ଡା ଗ୍ରାମ ପଞ୍ଚାୟତ ପରିସରରେ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛ ଗୋଲାମୁଣ୍ଡା ବିଡ଼ିଓ ତ୍ରିପୁରା ମହାନନ୍ଦ ଙ୍କ ନେତୃତ୍ୱରେ ଆଜି ଫୁଣ୍ଡା ଗ୍ରାମ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ 88ଟି ଅଭିଯୋଗରୁ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ସାମିଲ କରି ଟି 16ସମସ୍ୟାର ତୁରନ୍ତ ସମାଧାନ ହୋଇଥିଲା ।