Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ନୂଆପଡା: ସଦଭାବନା ସଭାଗୃହରେ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Nuapada, Nuapada | Aug 1, 2025
ଆଜି ଅପରାହ୍ନ ୪ ଟା ୩୦ ମିନିଟ ସମହରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ସ୍ଵାଧିନତା ଦିବସ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।