ବାରିପଦା ସଦର: ମୟୂରଭଞ୍ଜ ସାଂସଦ ନବ ଚରଣ ମାଝିଙ୍କ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ପରିଦର୍ଶନ
ପବିତ୍ର ଶାରଦୀୟ ଦୁର୍ଗାପୂଜା ଅବସରରେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝି ଜିଲ୍ଲାର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି। ସେ ମାଆଙ୍କ ଦର୍ଶନ କରିବା ସହ ସମସ୍ତଙ୍କ ସୁଖ ଓ ସମୃଦ୍ଧି ପାଇଁ ପ୍ରାର୍ଥନା କରିଛନ୍ତି।