Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Accident
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
Nsui
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
No video available

କଟକ ପୌରାଞ୍ଚଳ: ଏସସିବି ମେଡିକାଲ ଗସ୍ତ କରି ଚାଲିଥିବା ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ

ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଡାକ୍ତରଖାନାକୁ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ମଙ୍ଗଳବାର ଅପରାହ୍ନ ଗସ୍ତ କରିଛନ୍ତି । ଏଥି ଅବସରରେ ସେ ଏସ ସି ବି ରେ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ବିଶେଷ କରି ସମ୍ପ୍ରସାରଣ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଥିଲେ। ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ସାରିବାକୁ ସେ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏସ ସି ବି ପ୍ରଶାସନିକ ଅଧିକାରୀ ଡ ଅବିନାଶ ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

MORE NEWS

କଟକ ପୌରାଞ୍ଚଳ: ଏସସିବି ମେଡିକାଲ ଗସ୍ତ କରି ଚାଲିଥିବା ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ - Cuttack M Corp PS News