Public App Logo
Jansamasya
News
Maharashtra
Bjp
National
Police
Bihar
India
कांग्रेस
मौत
Congress
Modi
Delhi
Viral
Rajasthan
मध्यप्रदेश
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
Uttarpradesh
Haryana
Uttarakhand
Crimenews
Karnataka
Aap

ବାରିପଦା ମ୍ୟୁନିସିପାଲଟି: ବାରିପଦା ସ୍ଥିତ ପଞ୍ଚାୟତ ସଂସାଧନ କେନ୍ଦ୍ର ସଭା ଗୃହରେ ବିପର୍ଯ୍ୟୟ ପରିଚାଳନା ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ ଉଦଯାପିତ

Baripada M, Mayurbhanj | Nov 28, 2025
ଶୁକ୍ରବାର ଦିନ ପ୍ରାୟ ୫ ଟାରେ ଉଦଯାପନି ସଭାରେ ଡେପୁଟୀ କଲେକ୍ଟର ଶ୍ରଦ୍ଧା ସୁମନ ଯୋଗ ଦେଇ ମତ ପ୍ରକାଶ କରିଥିଲେ l ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟାଳୟର ଜିଲ୍ଲା ପ୍ରକଳ୍ପ ଅଧିକାରୀ ଜଗବନ୍ଧୁ ମହାନ୍ତି ଏହି ତାଲିମ କାର୍ଯ୍ୟକ୍ରମର ଉଦ୍ଦେଶ୍ଯ ଓ ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇବା ସଙ୍ଗେ ସଙ୍ଗେ ଏହି ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ସଫଳତାର ସହିତ ସମାପନ ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।