ଜୁନାଗଡ: ମା ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ କଣ୍ଟାମାଲ ଚମ୍ପିୟାନ
ମା ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ କଣ୍ଟାମାଲ ଚମ୍ପିୟାନ ଆଜି 17ତାରିଖ ଅପରାହ୍ନ 4ଟାରୁ 6ଟା ପର୍ଯ୍ୟନ୍ତ ଗୋଲାମୁଣ୍ଡା ବ୍ଲକ ଚପୁରିଆ ପଞ୍ଚାୟତ ବିଶିବରନି ଖେଳ ପଡିଆ ଠାରେ ମା’ ମାଉଳୀ ଯୁବ ଅନୁଷ୍ଠାନ ଆନୁକୂଲ୍ୟରେ ୭ ଦିନ ଧରି ଚାଲିଥିବା ଫୁଟବଳ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ ହୋଇଯାଇଛି। ଫାଇନାଲ ଖେଳ ପଲସାପଡା ଓ କଣ୍ଟାମାଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଫାଇନାଲ ଖେଳରେ କଣ୍ଟାମାଲ ୧-୦ ଗୋଲ ସ୍କୋର କରି କଣ୍ଟାମାଲ ଦଳ ୧ ଗୋଲରେ ବିଜୟୀ ହୋଇ ଟୁର୍ଣ୍ଣାମେଣ୍ଟର ଚାମ୍ପିୟାନ ହୋଇଥିଲା । ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଚପୁରିଆ ପଞ୍ଚାୟତ ସରପଞ୍ଚ ପ୍ରତିନିଧି