ଗୋଲାମୁଣ୍ଡା ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ଆଜି 10ତାରିଖ ମଧ୍ୟହ୍ନ 12ଟାରୁ ଅପରାହ୍ନ 4ଟା ପର୍ଯ୍ୟନ୍ତ ଗୋଲାମୁଣ୍ଡା ବ୍ଲକ ସ୍ଥିତ ସଭାଗୃହ ଠାରେ ଗୋଲାମୁଣ୍ଡା ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୬ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ର ଅଧ୍ୟକ୍ଷ ତଥା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ଆଜି କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୬ ର ନୂତନ କମିଟି ଗଠନ ହୋଇଥିଲା । ସୂଚନାମତେ ଚଳିତ ବର୍ଷ ଜାନୁଆରୀ ୦୯-୧୦-୧୧ରିଖ ଧରି ତିନି ଦିନ ଵ୍ୟାପୀ ଏହି ଉତ୍ସବ ପାଳନ କରାଯିବ । ଏନ