ରେଢାଖୋଲ: ରେଢ଼ାଖୋଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ବାହୁଡା ଯାତ୍ରା ଅନୁଷ୍ଠିତ
ରେଢ଼ାଖୋଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ବାହୁଡା ଯାତ୍ରା ଅନୁଷ୍ଠିତ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ବାହୁଡା଼ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ତିନି ଠାକୁରଙ୍କ ମାଉସୀ ମା ମନ୍ଦିର ରେ ନିତିକାନ୍ତି ଅନୁସାରେ ପୂଜାର୍ଚ୍ଚନା ପରେ 10:30 ମିନିଟ ସମୟ ରେ ଚତୁର୍ଦ୍ଦା ମୁର୍ତ୍ତି ଙ୍କ ବ୍ରହ୍ମ ସମାଜ ପକ୍ଷରୁ ପହଣ୍ଡି ବିଜେ କରି ରଥାରୂଢ଼ ହୋଇ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ । ଏବଂ ତିନି ଠାକୁରଙ୍କ ବାହୁଡ଼ା ଯାତ୍ରା ଆରମ୍ଭ ହୋଇଥିଲା ।