ଝାରସୁଗୁଡ଼ା ଜିଲ୍ଲା କିର୍ମିରାସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀ ଅବସରରେ ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ-୨୦୨୬ ପାଳିତ ହୋଇଯାଇଛି।