ସୂଚନା ଅନୁସାରେ ଆଜି ଅପରାହ୍ନ ୫ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ଲଛିପୁର ପି ଏମ୍ ଶ୍ରୀ ଭୀମ ଭୋଇ ଉଚ୍ଚ ବିଦ୍ୟାଳୟରେ ବାଲ ବୈଜ୍ଞାନିକ ମେଳା ଅନୁଷ୍ଠିତ ହୋଇଯାଇଛି l ଗୋଷ୍ଠି ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ରଙ୍କ ସଭାପତିତ୍ତ୍ଵରେ ଅନୁଷ୍ଠିତ ଉଦଘାଟନି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ ସମ୍ୱଳପୁର ଡ ପ୍ରମୋଦ କୁମାର ପଣ୍ଡା ଯୋଗ ଦେଇ ପତାକା ଉତ୍ତୋଳନ ପୂର୍ବକ ମେଳରେ ଉଦଘାଟନ କରିଥିଲେ l ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଡି ଏଫ୍ ଓ ସୁଶୀଲ କୁମାର ତ୍ରୀପାଠୀ