ପାରଳାଖେମୁଣ୍ଡି: ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ରୁ ୨୬ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି
Paralakhemundi, Gajapati | Aug 24, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗଜପତି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।...