Public App Logo
Jansamasya
News
Maharashtra
Bjp
National
Police
Bihar
India
रेलवे
Coronavirus
कांग्रेस
बीजेपी
Congress
Modi
Delhi
Viral
Dm
Rajasthan
Bollywood
Patna
Breakingnews
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Uttarakhand
जिलाधिकारी
Crimenews
No video available

ଲକ୍ଷ୍ମୀପୁର: ଲକ୍ଷ୍ମୀପୁରରେ ରଥାରୂଢ଼ ଶ୍ରୀଜିଉ ସୁନାବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ

Lakshmipur, Koraput | Jul 6, 2025
ରବିବାର ମହାପ୍ରଭୁଙ୍କ ସୁନାବେଶ । ଲକ୍ଷ୍ମୀପୁରରେ ରଥାରୂଢ଼ ଶ୍ରୀଜିଉ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ନୀତି ନିର୍ଘଣ୍ଟ ଅନୁଯାଇ ରବିବାର ସନ୍ଧ୍ୟା ୫ଟାରୁ ସୁନାବେଶ ଆରମ୍ଭ ହୋଇଛି । ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରି କୋଟିପୂଣ୍ୟ ଅର୍ଜନ କରୁଛନ୍ତି । ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ ପାଇଁ ଲକ୍ଷ୍ମୀପୁରରେ ଭକ୍ତଙ୍କ ଭିଡ଼ ଜମିଛି । ଶୃଙ୍ଖଳିତ ଦର୍ଶନ ନେଇ ପ୍ରଶାସନ ପକ୍ଷରୁ କରାଯାଇଛି ବ୍ୟାପକ ବ୍ୟବସ୍ଥା ।

MORE NEWS