ସୋରଡା: ସୋରଡ଼ା ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅବ୍ୟବସ୍ଥା କୁ ନେଇ ଖବର ପ୍ରସାରଣ ପରେ ପ୍ରତିକ୍ରିୟା ରଖିଲେ କାର୍ଯ୍ୟନିର୍ବାହୀ ଅଧିକାରୀ
Surada, Ganjam | Jul 21, 2025
ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ପରିମଳ ଠାରୁ ଆରମ୍ଭ କରି ପାନୀୟ ଜଳ ଯୋଗାଣ, ଶୌଚାଳୟ ଅଚଳ...