ଝାରସୁଗୁଡା ଜିଲ୍ଲା ଲଖନପୁର ସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ କ୍ଲଷ୍ଟର ସ୍ତରୀୟ ଶିଶୁମହୋତ୍ସବ ସୁରଭି 2025 ଅନୁଷ୍ଠିତ ହୋଇଛି l ଏହି କାର୍ଯ୍ୟକ୍ରମରେ ୧୨ ବିଦ୍ୟାଳୟରୁ ପ୍ରଥମ ରୁ +୨ ପର୍ଯ୍ୟନ୍ତ ପ୍ରାୟ ୨୨୫ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ୨୮ ଟି ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା ଏବ୍ଂ ପ୍ରଥମ, ଦ୍ୱୀତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରି ପୁରସୃତ କରିଥିଲେ । ଏହି କାର୍ଯ୍ୟକ୍ରମରେ ୪୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ପରିଚାଳନା କରିଥିଲେ ।