Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Accident
Congress
Modi
Delhi
Viral
Up
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

କବିସୂର୍ଯ୍ୟନଗର: ବେରୁହାବାଡି ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ

ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ବେରୁହାବାଡ଼ି ପଂଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି ।  ବେଗୁନିଆପଡ଼ା  ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଶସ୍ମିତା ଶତପଥୀ, କୋଦଳା ଥାନା ଅଧିକାରୀ ଶୁବାସ ବେହେରା,ସି ଡ଼ି ପି ଓ ନୀଳିମା ଟପ୍ପୋ, ସରପଞ୍ଚ ପ୍ରତିମା କୁମାରୀ ପାଢ଼ୀ , ସମିତି ସଭ୍ୟ ବ୍ରଜ ସୁନ୍ଦର ସାହୁ ,   କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ବଡ଼ତ୍ୟା ,ବି ଭି ଓ ଭବାନୀଶଙ୍କର ତ୍ରିପାଠୀ, ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା , ଗ୍ରାମ୍ୟ ଉର୍ନ୍ନୟନ  କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ କୁମାର ବେହେରା ଉପସ୍ଥିତ ଥିଲେ ।
କବିସୂର୍ଯ୍ୟନଗର: ବେରୁହାବାଡି ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ - Kabisuryanagar News