Public App Logo
Jansamasya
Politics
Abvp
���ायल
Fatehpur
Jodhpur
Amitshah
Uppolice
Live
Pratapgarh
Westbengal
Farrukhabad
Mirzapur
Rain
Tikamgarh
Prayagraj
Modiji
���ोगी_आदित्यनाथ
Indianrailways
Letestnews
���ाइक
���ायरल
Arvindkejriwal
Kedarnath
Weather
Rahul
Indianews
���ंगाल
New_delhi
Akhileshyadav

ଛତ୍ରପୁର: ଛତ୍ରପୁର ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହକୁ ନେଇ ଏକ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ

Chhatrapur, Ganjam | Dec 3, 2025
ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହକୁ ନେଇ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୁଧବାର ପୂର୍ବାହ୍ନରେ ସମବାୟ, ଯୋଗାଣ, ପୋଲିସ, ମିଶନ ଶକ୍ତି ବିଭାଗର ଅଧିକାରୀ ମାନଙ୍କୁ ନେଇ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ୨୩ ତାରିଖରେ ଗଞ୍ଜାମ ଜିଲ୍ଲାରେ ଧାନ ମଣ୍ଡି ଖୋଲିବ। ମଣ୍ଡିରେ ସମସ୍ତ ବ୍ଯବସ୍ଥା କରାଯିବାକୁ ଜିଲ୍ଲାପାଳ ଗୁରୁତ୍ବାରୋପ କରିଛନ୍ତି।