Public App Logo
Jansamasya
News
Maharashtra
Bjp
National
Police
Bihar
India
Coronavirus
कांग्रेस
मौत
Congress
Modi
Delhi
Viral
Rajasthan
मध्यप्रदेश
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
Uttarpradesh
Haryana
Uttarakhand
Crimenews
Karnataka
No video available

କଟକ ପୌରାଞ୍ଚଳ: ନିଆଳି ପଂଚାୟତ ସମିତି ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଙ୍କ ଜନ ଅଭିଯୋଗ ଶୁଣାଣୀ

ନିଆଳି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ସୋମବାର ପୂର୍ବାହ୍ନ ରୁ ଅପରାହ୍ନ ଯାଏଁ କଟକ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏଥରେ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ୍ ସୀନ୍ଦେ ଯୋଗ ଦେଇ ଲୋକଙ୍କ ଅଭିଯୋଗ ର ଶୁଣାଣି କରିଥିଲେ । ତୁରନ୍ତ ଏହାକୁ ଗୁରୁତ୍ଵ ନେଇ ସମସ୍ୟା ର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏଥରେ ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

MORE NEWS

କଟକ ପୌରାଞ୍ଚଳ: ନିଆଳି ପଂଚାୟତ ସମିତି ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଙ୍କ ଜନ ଅଭିଯୋଗ ଶୁଣାଣୀ - Cuttack M Corp PS News