ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବର୍ଷା ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | Aug 31, 2025
ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ଆଗକୁ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ହୋଇପାରେ ।...