ଆଜି ଭବାନୀପାଟଣା ସ୍ଥିତ ସର୍କିଟ ହାଉସ ଠାରେ ନୂଆପଡା ଉପନିର୍ବାଚନକୁ ନେଇବିଜେପି ଦଳର ବରିଷ୍ଠ ନେତା ଶ୍ରୀ ରଞ୍ଜନ ପଟେଲ ଙ୍କ ଉପସ୍ଥିତି ରେ କଳାହାଣ୍ଡି ଜିଲ୍ଲା ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ନିର୍ବାଚନ ପ୍ରସ୍ତୁତି, ଦଳୀୟ ଯୋଜନା ଏବଂ ଜନସମ୍ପର୍କ କାର୍ଯ୍ୟସୂଚୀ ବିଷୟରେ ବିସ୍ତୃତ ଆଲୋଚନା ହେଲା ।