ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ- ୨୦୨୫ ପାଳନ ନବରଙ୍ଗପୁର ତା ୫.୧୨.୨୦୨୫: ଆଜି ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଜିଲ୍ଲା ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ଆୟୋଜିତ ହୋଇଯାଇଅଛି। ଜିଲ୍ଲା କୃଷି ବିଭାଗ ତରଫରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଡ ମହେଶ୍ୱର ସ୍ୱାଇଁ ମୁଖ୍ୟ ଅତିଥି ରୂପେ ଯୋଗ ଦେବା ସହ ୫ ଜଣ ଚାଷୀଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ପ୍ରଦାନ କରିଥିଲେ। ସମ୍ମାନୀତ ଅତିଥି ରୂପେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଉପସ୍ଥିତ ଥିଲେ।