ନୟାଗଡ଼ର କାଳିଆପଲ୍ଲୀ ଗ୍ରାମରେ ସ୍ୱାଧୀନତା ସଂଗ୍ରାମୀ ବୀର ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ପାଳିତ ହୋଇଛି। ଏଥିରେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଯୋଗ ଦେଇ ଶହୀଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।