ବେଗୁନିଆ: ସିମୋର ଗ୍ରାମ ପଞ୍ଚାୟତର ଗାନ୍ଧୀ ପାର୍କ ଠାରେ ବିଜେଡ଼ି ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ
ଖୋର୍ଦ୍ଧା ଜିଲ୍ଲା ବେଗୁନିଆର ସିମୋର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗାନ୍ଧୀ ପାର୍କ ଠାରେ ବିଜୁ ଜନତା ଦଳ, ବେଗୁନିଆ ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ ଯୋଗଦେଇ ମହାତ୍ମା ଗାନ୍ଧୀ ପାର୍କ ରେ ଥିବା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତିରେ ବିଜୁ ଜନତା ଦଳ ପକ୍ଷରୁ ଆୟୋଜିତ ସାମୁହିକ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।