ଅନୁଗୋଳ: ଆମଲାପଡ଼ା ଦୁର୍ଗା ମଣ୍ଡପରେ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଲେ ଅନୁଗୋଳ ବିଧାୟକ
Anugul, Angul | Sep 30, 2025 ଅନୁଗୋଳ ଜିଲ୍ଲା ଅନୁଗୋଳ ଥାନା ଅନ୍ତର୍ଗତ ଅମଲାପଡ଼ାରେ ମଙ୍ଗଳବାର ସନ୍ଧ୍ୟାରେ ଜୟଦୂର୍ଗା ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ ପୌର ଅଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ ଯୋଗ ଦେଇଥିଲେ।