କୁଜଙ୍ଗ: ପାରାଦୀପ ବନ୍ଦରରେ ପାଳିତ ହେଲା ରାଷ୍ଟ୍ରୀୟ ଏକତା ଦିବସ
ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଗୋପବନ୍ଧୁ ଷ୍ଟାଡିୟମରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମବାର୍ଷିକୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଅଧିକାରୀ, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇ ଦେଶର ଏକତା ଓ ଅଖଣ୍ଡତା ରକ୍ଷା ପାଇଁ ପ୍ରତିଜ୍ଞା କରିଥିଲେ।