ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଲାଗିବ ରହିବ ବର୍ଷା ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | Sep 7, 2025
ମୌସୁମୀ ଟ୍ରଫଲାଇନ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ପାଣିପାଗ କେନ୍ଦ୍ର...