Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
Congress
Modi
Delhi
Viral
मारपीट
Crime
Jharkhand
Dm
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh

ବିଜେପୁର: ବଡ଼ବାଉସେନ ଗ୍ରାମ ପଞ୍ଚାୟତର ସାଲେଦମକି ଗ୍ରାମ ରାସ୍ତା ନିର୍ମାଣ କାମକୁ ନେଇ ଉଠିଛି ପ୍ରଶ୍ନ, ନିମ୍ନ ମାନର କାର୍ଯ୍ୟ ଉପରେ ଲୋକଙ୍କ ଅଭିଯୋଗ

ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ବଡ଼ବାଉସେନ ଗ୍ରାମ ପଞ୍ଚାୟତର ସାଲେଦମକି ଗ୍ରାମ ରାସ୍ତା ନିର୍ମାଣ କାମ ଏବେ ଗୁରୁତର ପ୍ରଶ୍ନର ସମ୍ମୁଖୀନ ହୋଇଛି। କଳଙ୍ଗାଡେରା ଠାରୁ ସାଲେଦମକି, ଭାୟା କୁର୍ଲାମୁଣ୍ଡା ଓ ବଡ଼ବାଉସେନ ଯାଉଥିବା ଏହି ରାସ୍ତାରେ କାମର ଗୁଣମାନ ନେଇ ସ୍ଥାନୀୟ ଲୋକମାନେ ଗଭୀର ଅସନ୍ତୋଷ ପ୍ରକାଶ କରିଛନ୍ତି।ଭିଜୁଆଲରେ ସ୍ପଷ୍ଟ ଭାବେ ଦେଖାଯାଉଛି ଯେ ସାଧାରଣ ହାତ ମାରିଲେ ମଧ୍ୟ ରାସ୍ତା ଉପରୁ ପିଚୁ ଉଠିଯାଉଛି।
ବିଜେପୁର: ବଡ଼ବାଉସେନ ଗ୍ରାମ ପଞ୍ଚାୟତର ସାଲେଦମକି ଗ୍ରାମ ରାସ୍ତା ନିର୍ମାଣ କାମକୁ ନେଇ ଉଠିଛି ପ୍ରଶ୍ନ, ନିମ୍ନ ମାନର କାର୍ଯ୍ୟ ଉପରେ ଲୋକଙ୍କ ଅଭିଯୋଗ - Bijepur News