ଲୋଇସିଂହା: ପୁଇଁତଲାରେ ଅନୁଷ୍ଠିତ ହେଲା ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି
ପୁଇଁତଲା ବ୍ଲକର ପିପଲବାହାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୧ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।