Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

ନର୍ଲା: ମିଳିତ ପଞ୍ଚାୟତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରା ରେ ୫୭ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

Narala, Kalahandi | Nov 28, 2025
ନର୍ଲା ବ୍ଲକ ଅଧିନ ମୁସ୍କୁଟି ସ୍ଥିତ ମିଳିତ ପଞ୍ଚାୟତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରା ଠାରେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ଧରି ୫୭ତମ କ୍ରୀଡା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଉଦଘାଟନୀ ଉତ୍ସବର ପ୍ରଥମ ଦିନରେ ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ ନାଏକଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଅତିଥି ରୁପେ ଶିକ୍ଷକ ବିଷ୍ଣୁ ଚରଣ ସେନାପତି ଓ ଗିରିଧାରୀ ନାଗ ତଥା ଅଧ୍ୟାପକ ଏକାନ୍ତ ସାହୁ ପ୍ରମୁଖ ଯୋଗଦେଇ ଥିଲେ।