ଜୟପୁର କଂଗ୍ରେସ ତରଫରୁ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ସମାଲୋଚନା ଓ ଭତ୍ତା ଠାରୁ ଆରମ୍ଭ କରି ତୈଳ ସାମଗ୍ରୀ ଦର ବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଲେ ଏବଂ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ମହାମହିମ ଓଡ଼ିଶାର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜୟପୁର ଉପଜିଲ୍ଲାପାଳଙ୍କ ଜରିଆରେ ଏକ ବିସ୍ତୃତ ସ୍ମାରକପତ୍ର ପ୍ରଦାନ କରାଯାଇଛି,