Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Gujarat
भाजपा
Congress
Modi
Delhi
Viral
Bollywood
दिल्ली
Patna
Breakingnews
Narendramodi
Madhya_pradesh
Nsui
Madhyapradesh
Pmmodi
Rahulgandhi
यूपी
Bhopal
सपा
Uttarpradesh
Haryana

କଣ୍ଟାବାଞ୍ଜି: ସରକାରୀ ନୋଡାଲ ସ୍କୁଲରେ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

Kantabanji, Balangir | Feb 20, 2026
ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ବାଲ୍ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ (ଆର୍.ବି.ଏସ.କେ) ପକ୍ଷରୁ ଏକ ସ୍ୱାସ୍ଥ୍ୟ ସ୍କ୍ରିନିଂ ଓ ରକ୍ତହୀନତା ପରୀକ୍ଷା ଶିବିର ସଫଳତାର ସହ ସମ୍ପନ୍ନ ହୋଇଯାଇଛି।
କଣ୍ଟାବାଞ୍ଜି: ସରକାରୀ ନୋଡାଲ ସ୍କୁଲରେ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ - Kantabanji News