ବୌଦ୍ଧରେ ଯୌତୁକ ନିରୋଧ ଆଇନ ସମ୍ପର୍କିତ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମିନି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ‘ଯୌତୁକ ନିରୋଧ ଆଇନ, ୧୯୬୧’ ସମ୍ପର୍କିତ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଯାଇଛି
#BoudhNews #DowryProhibitionAct #AwarenessCamp #OdishaNews #WomenEmpowerment
Baudh Sadar, Boudh (Bauda) | Aug 21, 2026