ହିଞ୍ଜିଳି: ହିଞ୍ଜିଳି କାଟୁ ବ୍ଲକ ଅନ୍ତର୍ଗତ ବୁରୁପଡା ଗ୍ରାମ ପଞ୍ଚାୟତ ସଭା କକ୍ଷ ପରିସରରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ
Hinjili, Ganjam | Sep 8, 2025
ଗଞ୍ଜାମ ଜିଲ୍ଲା ହିଞ୍ଜିଳି କାଟୁ ବ୍ଲକ ଅନ୍ତର୍ଗତ ବୁରୁପଡା ପଞ୍ଚାୟତ ଠାରେ ଆଜି ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ...