ଅପରାହ୍ନ ୧ ଟା ରେ ସମ୍ବିଧାନ ଦିବସ ପାଳିତ ହୋଇ ଯାଇଛି । ରାଜନୀତି ବିଜ୍ଞାନ ର ମୁଖ୍ୟ ତଥା ଅଧ୍ୟକ୍ଷ ଅକ୍ଷୟ କୁମାର ଦାଶ ଙ୍କ ସଭାପତିତ୍ୱ ରେ ଆୟୋଜିତ ସଭାରେ କିଶୋର ନଗର ବ୍ଲକ ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ,ଅଧ୍ୟାପକ ଜୟକୃଷ୍ଣ ପ୍ରଧାନ ମୁଖ୍ୟବକ୍ତା ଏମପି ଙ୍କ ପ୍ରତିନିଧି ସରୋଜକୁମାର ସାହୁ ସମ୍ମାନିତ ଅତିଥି ରୂପେ ଯୋଗଦେଇ ସମ୍ବିଧାନ ପ୍ରଣେତା ଡ଼ ଭୀମରାଓ ଆମ୍ବେଦକର