ପରଜଙ୍ଗ: ଢେଙ୍କାନାଳ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ଓ ବିଧାୟକ
ଢେଙ୍କାନାଳ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ଓ ବିଧାୟକ ଜିଲ୍ଲାର ଉନ୍ନତି ଲୋକ ସେବା ଯୋଜନା ଗୁଡିକ କିପରି ଲୋକଂକ ପାଖରେ ପହଞ୍ଚିବ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ସୃଷ୍ଟି କରି ଏକ ଶକ୍ତିଶାଳୀ ପରିବର୍ତ୍ତନ ଆଣିବା ସୋମବାର ଅପରାହ୍ନ ୫ଟାରେ ନେଇ ଗୁରୁତ୍ୱ ପୂର୍ଣ୍ଣ ଆଲୋଚନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସାଂସଦ ରୁଦ୍ରନାରାୟଣ ପାଣି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କାମାକ୍ଷାନଗର ବିଧାୟକ ଶତ୍ରୁଘ୍ନ ଜେନା ପରଜଙ୍ଗ ବିଧାୟକ ବିଭୁତି ପ୍ରଧାନ ହିନ୍ଦୋଳ ବିଧାୟିକା ସିମାରଣି ନାୟକଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ