ଜିଲ୍ଲା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ବୈଶିଙ୍ଗା ଉପକଣ୍ଠ ରଙ୍ଗାମାଟିଆ ପଡ଼ିଆରେ ଆୟୋଜିତ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ବୁଧବାର ଅପରାହ୍ନ ଚାରିଟାରେ ଉଦଯାପିତ ହୋଇଯାଇଛି l ମୁଖ୍ୟଅତିଥି ବଡ଼ସାହି ନିର୍ବାଚନ ମଣ୍ଡଳୀର ମାନ୍ୟବର ଲୋକପ୍ରିୟ ବିଧାୟକ ସନାତନ ବିଜୁଳି ଆନୁଷ୍ଠାନିକ ଭାବରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳାକୁ ଉଦଘାଟନ କରିଥିଲେ l