ଦେବଗଡ: ଦେବଗଡ଼ରେ ସଡ଼କ ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ଜଣେ ମୃତ, ଜଣେ ଗୁରୁତର
ଦେବଗଡ଼ ଜିଲ୍ଲା ବାରକୋଟ ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥରେ ବାଇକ୍ ଦୁର୍ଘଟଣା । ଡିଭାଇଡରରେ ପିଟି ହୋଇ ବଣେଇ ଅଞ୍ଚଳର ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଦେବଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।