ସମ୍ବଲପୁର ରେଳ ମଣ୍ଡଳ ପକ୍ଷରୁ ସମ୍ବଲପୁରର ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ସୁବାଷ ଚନ୍ଦ୍ର ଚୌଧରୀଙ୍କ ନେତୃତ୍ୱରେ ସମ୍ବଲପୁର ଷ୍ଟେସନ ପରିସରରେ ଏବଂ ରେଳ ନଗର, ସମ୍ବଲପୁରର ମଣ୍ଡଳ ରେଳ ହସ୍ପିଟାଲରେ ଅଧିକାରୀ ଏବଂ କର୍ମଚାରୀମାନଙ୍କ ସହିତ ଏକ ବିଶାଳ ସଫେଇ ଅଭିଯାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ରେଳ କର୍ମଚାରୀ ମାନେ ସ୍ୱେଚ୍ଛାକୃତ ଭାବରେ ଶ୍ରମଦାନ କରିଥିଲେ। ସମ୍ବଲପୁରର ମଣ୍ଡଳ ରେଳ ପ୍ରବନ୍ଧକ "ସ୍ୱଚ୍ଛ ସଚେତନତା" ଉପରେ ରେଳ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ସ୍ୱଚ୍ଛତା ଶପଥ ପାଠ କରାଇଥିଲେ। ସେହିପରି ପ୍ଲାଷ୍ଟିକର ଏକକ ବ୍ୟବହାର ଉପରେ ନିଷେଧ ଉଲ୍ଲଂଘନ କରିଥିବାରୁ ଡିଭିଜନ ର ବି